Compartir
RuRuRu RuRu (en Oriya)
Raghunath Sahoo
(Autor)
·
Tanuj Mallick
(Otro)
·
Sharanarabinda Ojha
(Por… (Artista))
·
Black Eagle Books
· Tapa Blanda
RuRuRu RuRu (en Oriya) - Sahoo, Raghunath ; Ojha, Sharanarabinda ; Mallick, Tanuj
$ 20.370
$ 40.740
Ahorras: $ 20.370
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Jueves 11 de Julio y el
Jueves 18 de Julio.
Lo recibirás en cualquier lugar de Chile entre 1 y 3 días hábiles luego del envío.
Reseña del libro "RuRuRu RuRu (en Oriya)"
ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ । ନିଜ ଭିତରେ ଉକୁଟି ଉଠୁଥିବା ଆଭାସ ଓ ଆବେଦନକୁ ସେ ପରିପ୍ରକାଶ କରିବାକୁ ଚାହୁଁଥିବାବେଳେ ତାହାକୁ ଆହୁରି ତରଙ୍ଗାୟିତ କରିବା ପାଇଁ ଆମେ ବଡ଼ମାନେ ତାଙ୍କପାଇଁ ବାଡ଼ ନ ହୋଇ ମଶାଲ ପାଲଟିଲେ, ସେମାନେ ସହଜରେ ଅନ୍ଧାର ପଥ ଅତିକ୍ରମ କରିପାରିବେ । ଶିଶୁଟି ପଢ଼ିବସିଲେ ଆଉ ଏକ ଦୁନିଆରେ ପହଂଚିଯାଏ । ପ୍ରତିପୃଷ୍ଠାରେ ତା ଚାରିପାଖରେ ବାପାବୋଉ, ସାଙ୍ଗସାଥୀ, ପରିବାର ବ୍ୟତିରେକ ଆଉ କେତେକ ଚରିତ୍ର ଓ ଘଟଣାକ୍ରମ ତାକୁ ଆକର୍ଷିତ କରିଥାଏ । ଦୁନିଆକୁ ଜାଣିବସେ । ନିଜର ସ୍ଥିତି ଅବସ୍ଥିତିକୁ ବୁଝିପାରେ । ଗଛ, ପାହାଡ଼, ନଦୀ, ସାଗର, ଆକାଶ, ମାଟିରେ ଗଢ଼ି ହେଉଥିବା ଜୀବନମାନଙ୍କୁ ଜାଣି ନିଜ କଅଁଳ ଆଖିରେ କଳ୍ପନା କରିବସେ ଓ ସାତରଙ୍ଗରେ ରଙ୍ଗେଇବାକୁ ଚେଷ୍ଟାକରେ । ଶାସନ ଅନୁଶାସନର ଅର୍ଗଳି ମଧ୍ୟରେ ଅସରନ୍ତି ପାହାଚରେ ପାଦ ଥାପିବାକୁ ପଛାଏନି । ପ୍ରତିଯୋଗିତାର ପୃଥିବୀରେ ପାରିଲା ପଣିଆର ପାରଦର୍ଶିତାକୁ ପ୍ରତିପାଦନ କରିବାକୁ ଆଶା ବାନ୍ଧେ । ଜୀବନ କାନ୍]ଭାସ୍]ରେ ଚିତ୍ରିତ ଦିଗକୁ ସ୍ୱତନ୍ତ୍ର କରିବାର ସୁଯୋଗକୁ ହାତଛଡ଼ା କରେନା । ଏଇ ସାଧନାର ଶୁଭବେଳାରେ ମୁଁ ନିଜ ବୟସରୁ ଝର୍କା ଦେଇ ଓହ୍ଲେଇ ଆସିଛି । ବୟସକୁ ପଛେଇ ଦେଇ ନିଜେ ଶିଶୁଟିଏ ପାଲଟି ତାଙ୍କ ହାତରେ ଧରେଇଦେବାକୁ ଚେଷ୍ଟା କରିଛି ଶିଶୁ କବିତା ଗୁଚ୍ଛ 'ରୁĞ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.